Download Now Banner

This browser does not support the video element.

ଛତ୍ରପୁର: ବ୍ରହ୍ମପୁର ଶାସ୍ତ୍ରୀ ନଗର ଗୁଳିମାଡ଼ ଘଟଣା ,ରାଜ୍ୟ ବାହାରୁ ଆଉ ୪ ଅଭିଯୁକ୍ତଙ୍କୁ ଗିରଫ କଲା ବଡ଼ ବଜାର ଥାନା ପୋଲିସ

Chhatrapur, Ganjam | Aug 23, 2025
ଗତ ଅଗଷ୍ଟ ୫ ତାରିଖରେ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଶାସ୍ତ୍ରୀ ନଗର ୫ଲାଇନରେ ବ୍ୟବସାୟୀ ବାଳକୃଷ୍ଣ ଆଚାରୀ ଓରଫ ରୁନା ଓ ଶଳା ସୁନିଲ ସାହୁଙ୍କୁ ଗୁଳି କରି ହୀରା ଲୁଟ୍ ହୋଇଥିଲା । ଏହି ଘଟଣାରେ ଶନିବାର ଅପରାହ୍ଣରେ ପୁଲିସ ଆଉ ୪ ଅଭିଯୁକ୍ତକୁ ରାଜ୍ୟ ବାହାରୁ ଗିରଫ କରିଛି ।ଗିରଫଙ୍କ ମଧ୍ୟରେ ଭୁବନେଶ୍ବରର ୩ଜଣ ଓ ଜଣେ ବ୍ରହ୍ମପୁରର ରହିଥିବା ଜଣାପଡିଛି ।
Read More News
T & CPrivacy PolicyContact Us