This browser does not support the video element.
ଝାରସୁଗୁଡା: ଝାରସୁଗୁଡ଼ା ର ତେଲିଭଟାରେ ଗାଡ଼ି ପାର୍କିଂକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ
Jharsuguda, Jharsuguda | Apr 5, 2025
ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ତେଲିଭଟାରେ ଆଜି ସନ୍ଧ୍ୟା ୭ ଟା ରେ ଗାଡ଼ି ପାର୍କିଂକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଉଗ୍ର ରୂପ ନେଇଛି। ଏହି ଘଟଣାରେ ସୋହେଲ ଖାନ୍ ଓ ଅର୍ମାନ୍ ଖାନ୍ ଆହତ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ସଦର ଥାନା ପୁଲିସ୍ ୨ଟି ଭିନ୍ନ ଭିନ୍ନ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।