Install App
mupankaj
This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ନବରଙ୍ଗପୁର ପୌରପାଳିକା କାର୍ଯ୍ୟାଳୟ ଠାରେ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ଯୋଗଦେଲେ ନବରଙ୍ଗପୁର ବିଧାୟକ
Nabarangapur PS, Nabarangpur | Sep 12, 2025
ନବରଙ୍ଗପୁର ପୌରପାଳିକା କାର୍ଯ୍ୟାଳୟ ଠାରେ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ l ପୌରାଞ୍ଚର ବହୁ ହିତାଧିକାରୀଙ୍କୁ ସେମାନଙ୍କ ବର୍ଦ୍ଧିତ ଭତା ବଣ୍ଟନ କରାଯାଇଥିଲା l ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ ଉପସ୍ଥିତ ରହି ହିତାଧିକାରୀଙ୍କୁ ଭତା ବଣ୍ଟନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ପୌରାଧକ୍ଷ କୁନୁ ନାୟକ, ସମେତ ପୌର ପାଳିକାର ର ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ l ବିଧାୟକ ପୌରପାଳିକା ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ମଧ୍ୟ ଆଲୋଚନା କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!