Install App
prashantakumar79
This browser does not support the video element.
ପୋଡିଆ: ମାଲକାନଗିରି ଜିଲ୍ଲା ପଡିଆ ପୋଲିସ ପକ୍ଷ୍ୟରୁ ଏରାଲଗୁଣ୍ଡୀ ଗ୍ରାମରେ ଆମ ପୋଲିସ ସମିତି ବୈଠକ
Podia, Malkangiri | Aug 25, 2025
ମାଲକାନଗିରି ଜିଲ୍ଲା ପଡିଆ ପୋଲିସ ପକ୍ଷ୍ୟରୁ ଏରାଲଗୁଣ୍ଡୀ ଗ୍ରାମରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପଡିଆ ଥାନା ଅଧିକାରୀ ଡିଏସପି ରମେଶ୍ଵର ପଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!