This browser does not support the video element.
ମାଲକାନଗିରି: ମୁଦୁଲିପଡ଼ା ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କଲେ ମହାମହିମ ରାଜ୍ୟପାଳ
Malkangiri, Malkangiri | Sep 10, 2025
ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼ ହରିବାବୁ କମ୍ଭମପାଟି ଦିନିକିଆ ମାଲକାନଗିରି ଗସ୍ତରେ ଆସି ବୁଧବାର ଅପରାହ୍ନରେ ମୁଦୁଲିପଡ଼ା ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ର ଛାତ୍ରୀଙ୍କ ସହ କଥା ହୋଇଛନ୍ତି।ଏହି ଅବସରରେ ଛାତ୍ରୀ ମାନଙ୍କ ମଧ୍ୟରେ ଦେଖା ଯାଉଥିବା ରକ୍ତ ହୀନତା ଓ ଦୃଷ୍ଟି ଜନିତ ସମସ୍ୟା ଉପରେ ସଚେତନ କରିଛନ୍ତି ମାନ୍ୟବର ରାଜ୍ୟପାଳ ।