Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଶ୍ରେଷ୍ଠ ୧୦ ମୁଖ୍ୟମନ୍ତ୍ରୀ ତାଲିକାରେ ମୋହନ ମାଝୀ;ଏନେଇ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ

Bhubaneswar M Corp, Khordha | Aug 31, 2025
ଶ୍ରେଷ୍ଠ ପ୍ରଦର୍ଶନକାରୀ ୧୦ ମୁଖ୍ୟମନ୍ତ୍ରୀ ତାଲିକାରେ ମୋହନ ମାଝୀ । 'ଇଣ୍ଡିଆ ଟୁଡେ' ପକ୍ଷରୁ ହୋଇଥିବା 'ମୁଡ୍‌ ଅଫ୍‌ ଦି ନେସନ୍' ସର୍ଭେରେ ଦେଶର ଶ୍ରେଷ୍ଠ ପ୍ରଦର୍ଶନକାରୀ ୧୦ ଜଣ ମୁଖ୍ୟମନ୍ତ୍ରୀଙ୍କ ତାଲିକା ପ୍ରକାଶ ପାଇଛି । ଏହି ତାଲିକାରେ ଅଷ୍ଟମ ସ୍ଥାନରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ |
Read More News
T & CPrivacy PolicyContact Us