Download Now Banner

This browser does not support the video element.

କେନ୍ଦୁଝର ସହର: କେନ୍ଦୁଝର ଠାରେ ଦଶମ ରାଜ୍ୟ ପୋଲିସ ହ୍ୟାଣ୍ଡବଲ ଏବଂ ୭୮ତମ କବାଡି ପ୍ରତିଯୋଗିତା ଅନୁଷ୍ଠିତ

Kendujhar Town, Kendujhar | Sep 9, 2025
କେନ୍ଦୁଝର ହ୍ୟାଣ୍ଡବଲ ଷ୍ଟାଡିୟମ ଠାରେ ଫ୍ଲଡ଼ ଲାଇଟ ଏବଂ ସିନ୍ଥେଟିକ ଗ୍ରାଉଣ୍ଡରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ କେନ୍ଦୁଝର ପୋଲିସ ଆନୁକୂଲ୍ୟରେ ଅନୁଷ୍ଠିତ ୭୮ତମ ରାଜ୍ୟ ପୋଲିସ କବାଡ଼ି ଓ ଦଶମ ହ୍ୟାଣ୍ଡବଲ ପ୍ରତିଯୋଗିତାର ତୃତୀୟ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି।ହ୍ୟାଣ୍ଡବଲ ଷ୍ଟାଡିୟମର ୨ ନମ୍ବର କୋର୍ଟରେ ସିନ୍ଥେଟିକ ମ୍ୟାଟରେ ଲିଗ୍ କମ ନକ୍ ଆଉଟ ପଦ୍ଧତିରେ ଅନୁଷ୍ଠିତ ।
Read More News
T & CPrivacy PolicyContact Us