This browser does not support the video element.
ନୟାଗଡ ସଦର: ଜିଲ୍ଲାବ୍ୟାପି ସାର କଳାବଜାରୀ ପାଇଁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ଧାରଣା
Nayagarh Sadar, Nayagarh | Sep 11, 2025
ସୂଚନା ଅନୁଯାୟୀ ଆଜି 3ଘଟିକା ସମୟ ରେଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ର ଧାରଣା ନୟାଗଡ ଜିଲ୍ଲାର ଲକ୍ଷାଧିକ ଚାଷୀକୂଳଙ୍କୁ ଧାନ ରୋଇବାର ୨୧ ଦିନ ଭିତରେ ବିଜେପି ସରକାର ଆବଶ୍ୟକୀୟ ସାର ଯୋଗାଇବାରେ ବିଫଳ ହୋଇଥିବାର ସୁଯୋଗ ନେଇ ଘରୋଇ ସାର ବିତରକ ସଂସ୍ଥା ମାନେ ସାର ଅଭାବୀ ବିକ୍ରି ଆଳରେ ମାତ୍ରାଧିକ କଳାବଜାରୀ କରି ୟୁରିଆ ବସ୍ତା ପ୍ରତି ୯00 ଟଙ୍କାରେ ଖୋଲା ବିକ୍ରି କରି ଚାଷୀଙ୍କୁ ଶୋଷଣ କରୁଛନ୍ତି, ଏଥିପାଇଁ ନୟାଗଡ ଜିଲ୍ଲାପାଳ ଦାୟୀ ବୋଲି କଂଗ୍ରେସ ନୟାଗଡ ବିଧାୟକ ପ୍ରାର୍ଥୀ କହିଛନ୍ତି l ଜିଲ୍ଲାରେ ଗତ ଅଗଷ୍ଟ ମାସରେ କେପିଆର ସୁପର ସାର ଯାହାର ଗୁଣବ