Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଆଜି ତିହିଡି ପଞ୍ଚାୟତ ସମିତି ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Bhadrak Rural, Bhadrak | Aug 25, 2025
ଯୁଗ୍ମ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ। ଆଜି ତିହିଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ,ଭଦ୍ରକ ଓ ଆରକ୍ଷୀ ଅଧିକ୍ଷକ,ଭଦ୍ରକଙ୍କ ପ୍ରତ୍ୟକ୍ଷ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ। ତେବେ ଏଥିରେ କେତେକ ଅଭିଯୋଗ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ତ୍ୱରିତ୍ଵ କରିବାକୁ ନିର୍ଦ୍ଧେଶ ଦେଇଥିବା ବେଳେ ଯଥାଶୀଘ୍ର ଅଭିଯୋଗ ମାନଙ୍କୁ ସମାଧାନ କରିବାକୁ କହିଛନ୍ତି ଜିଲ୍ଲାପାଳ।
Read More News
T & CPrivacy PolicyContact Us