Install App
khabr.malyabanta
This browser does not support the video element.
ମାଲକାନଗିରି: କାଲିମେଳା ବ୍ଲକ୍ ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Malkangiri, Malkangiri | Sep 8, 2025
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୭୭ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ଏଥିରେ ଜିଲ୍ଲାପାଳ, ଏସପି, ଡିଏଫଓ, ଉପ ଜିଲ୍ଲାପାଳ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!