This browser does not support the video element.
ଅନୁଗୋଳ: ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଗୋଳ ସହରରେ ଚାଲିବା କାର୍ଯ୍ୟକ୍ରମ
Anugul, Angul | Aug 29, 2024
ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ସହରରେ ଚାଲିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଚାଲିବା କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏଥିରେ ଜିଲ୍ଲାର ସମସ୍ତ କ୍ରୀଡ଼ାବିତ, ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ଯୋଗଦେଇଥିଲେ l ଏହା ଜଗନ୍ନାଥ ମନ୍ଦିର ଠାରୁ ଆରମ୍ଭ ହୋଇ ଷ୍ଟାଡିଅମ ଠାରେ ସମାପ୍ତ ହୋଇଥିଲା l