This browser does not support the video element.
ଝାରସୁଗୁଡା: ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉପ ନିର୍ଦ୍ଦେଶିକାଙ୍କ ଝାରସୁଗୁଡ଼ା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ
Jharsuguda, Jharsuguda | Sep 3, 2025
ସୂଚନା ଓ ଲୋକ ସମ୍ପର୍କ ବିଭାଗ ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳର ଉପ ନିର୍ଦ୍ଦେଶିକା କଲ୍ୟାଣୀ ଦାଶ ଆଜି ଦିନ ଦୁଇଟା ସମୟରେ ଝାରସୁଗୁଡ଼ା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଉପନିର୍ଦ୍ଦେଶିକା ବିଭାଗୀୟ କାର୍ଯ୍ୟକ୍ରମ ସମ୍ପର୍କିତ ନଥି ଗୁଡିକର ଅନୁଧ୍ୟାନ କରିଥିଲେ। ଏହା ସହିତ ନିର୍ଦ୍ଧାରିତ ସମୟଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମ ସୂଚାରୁ ରୂପେ ସମ୍ପାଦନ ପାଇଁ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପ ନିର୍ଦ୍ଦେଶିକାଙ୍କ ପରିଦର୍ଶନ ସମୟରେ ଉପସ୍ଥିତ ରହିଥି