This browser does not support the video element.
ବୌଦ୍ଧ ସଦର: ଖଲିଆପାଲି ଶିବ ମନ୍ଦିର ଠାରେ ସେବା ପକ୍ଷ ପାଇଁ ବିଜେପିର ମଣ୍ଡଳ ସ୍ତରୀୟ କର୍ମଶାଳା ଅନୁଷ୍ଠିତ
Baudh Sadar, Boudh (Bauda) | Sep 12, 2025
ଶୁକ୍ରବାର ସନ୍ଧ୍ୟାରେ ବୌଦ୍ଧ ବ୍ଲକ ବ୍ରାମ୍ହଣୀପାଲି ଗ୍ରାମ ପଞ୍ଚାୟତର ଖଲିଆପାଲି ଶିବ ମନ୍ଦିର ଠାରେ ସେବା ପକ୍ଷ ପାଳନ ପାଇଁ ବିଜେପିର ମଣ୍ଡଳ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି l ମୁଣ୍ଡାପଡା ବିଜେପି ମଣ୍ଡଳ ସଭାପତି ରଞ୍ଜନ ଖଟୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମଣ୍ଡଳ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତର ବିଜେପି କର୍ମୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ |