Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି କୋରାପୁଟ ଜିଲ୍ଲାର ତ୍ରୟମାସିକ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

Koraput Town, Koraput | Sep 4, 2025
କୋରାପୁଟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅପରାହ୍ନ ୪ଟା ସମୟରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ କୋରାପୁଟ ଜିଲ୍ଲାର ତ୍ରୟମାସିକ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us