This browser does not support the video element.
ଗୋପାଳପୁର: ଗୋପାଳପୁର ଠାରେ ଟାଟା ଟ୍ରଷ୍ଟ ପକ୍ଷରୁ ଦିଶାର ସମାବର୍ତ୍ତନ ଉତ୍ସବ, ଯୋଗଦେଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା
Gopalpur, Ganjam | Sep 12, 2025
ଗଞ୍ଜାମ ଜିଲ୍ଲା ଗୋପାଳପୁର ଠାରେ ଟାଟା ଟ୍ରଷ୍ଟ ପକ୍ଷରୁ ଦିଶାର ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ମୁଖ୍ୟଅତିଥି ଭାବେ ଗୋପାଳପୁର ବିଧାୟକ ତଥା ରାଜ୍ୟ ସରକାରଙ୍କ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୂଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ।