Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଓଡିଶା ଲୋକ ଦଳ ପକ୍ଷରୁ ଦାବିପତ୍ର ପ୍ରଦାନ

Baudh Sadar, Boudh (Bauda) | Sep 8, 2025
ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ଓଡିଶା ଲୋକ ଦଳ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି | ବୌଦ୍ଧର ଶ୍ରୀ ରଘୁନାଥ ମନ୍ଦିର ଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ଥିଲେ l ଦାବିପତ୍ର ପ୍ରଦାନ ସମୟରେ ଓଡିଶା ଲୋକ ଦଳ ସଭାପତି ସନ୍ତୋଷ ନାରାୟଣ, ବିର ପ୍ରତାପ ସିଂ ଓ ଅନ୍ୟ ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us