This browser does not support the video element.
ଫୁଲବାଣୀ ସହର: ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟରେ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି, ଅଭିଯୁକ୍ତକୁ 20 ବର୍ଷ ଜେଲ ସହ 20 ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ
Phulabani Town, Kandhamal | Aug 21, 2025
ଫୁଲବାଣୀ ଠାରେ ଫାଷ୍ଟ୍ ଟ୍ରାକ୍ ପୋସ୍କୋ କୋର୍ଟ ର ଆନ୍ୟବର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଙ୍କ କୋର୍ଟରେ ଏକ ୧୪ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ବିଚାର ୧୯ ଜଣ ସାକ୍ଷୀ ଡ଼ାକ୍ତରୀ ରିପୋର୍ଟ କୁ ଆଧାରରେ ବିଚାର କରି ଗଏରବାଟା ଗ୍ରାମର ଗଣେଶ କହଂର ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ଟ୨୦,୦୦୦ଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ପରିସ୍ଥିତି ରେ ଆଉ ଅଧିକ ୨ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟ ଓ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋସ୍କୋ କୋର୍ଟ ର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା