Install App
sushantpattnayak1983
This browser does not support the video element.
ଛତ୍ରପୁର: ଆସନ୍ତା ୨ ଦିନ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Sep 29, 2025
ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ଆସନ୍ତା କାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସୋମବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!