Download Now Banner

This browser does not support the video element.

ଧର୍ମଶାଳା: ୧୬ନଂ ଜାତୀୟ ରାଜପଥ ନେଉଳପୁର ରେଲୱେ ଓଭର ବ୍ରିଜ ନିକଟରେ ଡ଼ମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଗୁରୁତର

Dharmasala, Jajpur | Nov 28, 2024
ଯାଜପୁର ଜିଲ୍ଲା NH 16 ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାଇ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ NH 16 ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ଧକା ଦେଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ।
Read More News
T & CPrivacy PolicyContact Us