This browser does not support the video element.
ବରଗଡ: ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା
Bargarh, Bargarh (Baragarh) | Sep 12, 2025
ଜିଲ୍ଳା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି | ବରଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ ଠାରେ ଶୁକ୍ରବାର ଅପରାହ୍ନ 3 ଘଣ୍ଟା ସମୟରେ ଜିଲ୍ଲା ସ୍ତରୀୟ ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରଜନୀକାନ୍ତ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ଓ ବିନୟ ପ୍ରକାଶ ସଏ ଯୋଗଦାନ କରି କାର୍ଯ୍ଯକ୍ରମକୁ ଆରମ୍ଭ କରିଥିଲେ ।