Download Now Banner

This browser does not support the video element.

ବୌଦ୍ଧ ସଦର: ଟାଉନ ହଲ ଠାରେ ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ

Baudh Sadar, Boudh (Bauda) | Sep 5, 2025
ଶୁକ୍ରବାର ଦିନ ବୌଦ୍ଧ ଟାଉନ ହଲ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇ ଯାଇଛି l ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ | ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ଅନ୍ୟ ମାନେ ମଞ୍ଚାସୀନ ଥିଲେ l
Read More News
T & CPrivacy PolicyContact Us