Install App
khabaraebeebe
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 1, 2025
ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ୧୨.୫ ସେ.ମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ।
Share
Read More News
T & C
Privacy Policy
Contact Us
Your browser does not support JavaScript!