Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି।

Puri M, Puri | Aug 22, 2025
ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ ନିୟୋଜିତ ହୋଇଛନ୍ତିି। ସୂଚନା ମୁତାବକ, ସକାଳ ୯ଟାରେ ଦର୍ପଦଳନ ରଥରେ ଭୋଇ ସେବକମାନେ ଲଡୁ ମାହାର୍ଦ୍ଦ ଓ ନଡ଼ିଆ ଆଣି ରଖିଥିଲେ। ଭୋଇ ସର୍ଦ୍ଦାର ରଥରେ ନଡ଼ିଆ ବାଡେଇବା ପରେ ଆରମ୍ଭ ହୋଇଥିଲା ରଥଭଙ୍ଗା କାମ। ଉପର ଆଡୁ ରଥ ଭଙ୍ଗା ଯାଉଛିି।
Read More News
T & CPrivacy PolicyContact Us