Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାରିପଦା ଉପଖଣ୍ଡ ପାଇଁ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ; ମୋଟ ୨୩୮ଗୋଟି ଅଭିଯୋଗର ହେଲା ଶୁଣାଣି

Baripada M, Mayurbhanj | Sep 1, 2025
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସୋମବାର ଦିନ ୧୦ଟା ରୁ ଅପରାହ୍ନ ୨ଟା ଯାଏଁ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।
Read More News
T & CPrivacy PolicyContact Us