Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଶ୍ରୀମନ୍ଦିରରେ ସାତପୁରୀ ତାଡ଼ ବିଜେ ନୀତି ଅନୁଷ୍ଠିତ l

Puri M, Puri | Aug 22, 2025
ଆସନ୍ତାକାଲି ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା ସେଥିପାଇଁ ଆଜି ଶ୍ରୀମନ୍ଦିରର ସ୍ଵତ୍ତ୍ୱଲିପି ଅନୁଯାୟୀ ଅଠରନଳା ସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ଅମାବାସ୍ୟା ତାଡ଼ ବିଜେ କରାଯାଏ । ମଧ୍ୟାହ୍ନ ଧୂପ ସରିବା ପରେ କୁମ୍ଭକାରମାନେ ନୂତନ ବସ୍ତ୍ର ପରିଧାନ କରି ସାତପୁରି ଘେନାଣ ନିମନ୍ତେ ଶ୍ରୀମନ୍ଦିରରୁ ଘଣ୍ଟ ଛତା କାହାଳୀ ସହିତ ଅଠରନଳା ସ୍ଥିତ ଆଲାମଚଣ୍ଡୀ ମନ୍ଦିରକୁ ଯାଆନ୍ତି । ସେଠାରେ ପୂର୍ବରୁ କୁମ୍ଭକାର ସେବକଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଚାରିଗୋଟି ତାଡ଼ ମାଙ୍କ ନିକଟରେ ରଖା ଯାଏ ।
Read More News
T & CPrivacy PolicyContact Us