Download Now Banner

This browser does not support the video element.

ଛତ୍ରପୁର: ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ

Chhatrapur, Ganjam | Nov 1, 2024
ଗଞ୍ଜାମ ଜିଲ୍ଲାରେ ଦୁର୍ନୀତି ନିବାରଣ ସପ୍ତାହ ଚଳିତ ମାସ ୨୮ତାରିଖ ଠାରୁ ଆରମ୍ଭ ହୋଇଛି l ଏହା ଆସନ୍ତା ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ l ଏହି ଅବସରରେ ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଶୁକ୍ରବାର ଦିନ ୧୨ ଘଣ୍ଟା ସମୟରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ଡେପୁଟି କଲେକ୍ଟର ରାଜେଶ କୁମାର ଇକ୍କା, କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ, ଦୁର୍ନୀତି ବାଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us