Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲାରେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲା ଯାଇଛି

Malkangiri, Malkangiri | Sep 27, 2025
ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାରେ ଲାଗି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି। ଜରୁରୀ କାଳୀନ ପରିସ୍ଥିତି ପାଇଁ ଏହି କଣ୍ଟ୍ରୋଲ ରୁମ ନଜର ରଖିଛି।
Read More News
T & CPrivacy PolicyContact Us