This browser does not support the video element.
ଜି ଉଦୟଗିରି: ଭୁବନେଶ୍ଵର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ମଣ୍ଡଳ ସଭାପତି, ପର୍ଯ୍ୟଟନର ଉନ୍ନତି ପାଇଁ କଲେ ନିବେଦନ
G Udayagiri, Kandhamal | Aug 24, 2024
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦାରିଙ୍ଗବାଡ଼ିରେ ବାକି ରହିଥିବା ବିକାଶ କାର୍ଯ୍ୟ କିଭଳି କରାଯାଇପାରିବ ସେ ନେଇ ଆଲୋଚନା କରିଥିଲେ। ବିଶେଷକରି ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ କରାଯିବା ସହ ସିର୍ତ୍ତିଗୁଡ଼ା ଗ୍ରୀଡ୍ କାର୍ଯ୍ୟକୁ ତୁରନ୍ତ ସମ୍ପୂର୍ଣ୍ଣ କରିବା ପର୍ଯ୍ୟଟନକ୍ଷେତ୍ରର ଆହୁରି ଉନ୍ନତି ସହ ଓ୍ବାଲର୍ଡକ୍ଲାସ ପର୍ଯ୍ୟଟନକ୍ଷେତ୍ର କରାଯିବା ଇକୋ ଟୁରିଜିମ୍ର ବିକାଶ ଆଦି କରାଯିବାକୁ