Install App
publicnewskadambini
This browser does not support the video element.
ଲକ୍ଷ୍ମୀପୁର: କୁମ୍ଭାରିପୁଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ଅତିଥି ଗଣିତ ଶିକ୍ଷକଙ୍କ ଛାତି ଯନ୍ତ୍ରଣାରେ ମୃତ୍ୟୁ
Lakshmipur, Koraput | Sep 13, 2025
କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ କୁମ୍ଭାରିପୁଟ ସରକାରୀ ଉଚ୍ଚ ବିଦ୍ୟାଳୟ ର ନୂତନ ଅତିଥି ଗଣିତ ଶିକ୍ଷକ ଙ୍କ ଛାତି ଯନ୍ତ୍ରଣା ରେ ମୃତ୍ୟୁ ହୋଇଯାଇଛି। ସୁଚନା ଅନୁଯାୟୀ ଶୁକ୍ରବାର ମଧ୍ୟାହ୍ନ ସମୟରେ ଅଭିରାମ ମାଣ୍ଡିଙ୍ଗି ୩୦ ବର୍ଷ ପିଲାମାନଙ୍କୁ ପାଠ ପଢାଇ ଖାଇବାକୁ ଆସୁ ଥିବା ବେଳେ ବିଦ୍ୟାଳୟ ବାରଣ୍ଡା ରେ ପେଟ ବ୍ୟଥା ସହ ଛାତି ଯନ୍ତ୍ରଣା ହୋଇ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!