Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର

Koraput Town, Koraput | Aug 24, 2025
କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆସନ୍ତା କାଲି ସକାଳ ୮ଟା ୩୦ ମିନିଟ୍ ଠାରୁ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦିନ ୧୨ଘଣ୍ଟା ସମୟରେ ଏନେଇ କୋରାପୁଟ ଜିଲ୍ଲାକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ବିଜୁଳି ଘଡ଼ଘଡ଼ି ସହ ପବନ ହେବା ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us