Download Now Banner

This browser does not support the video element.

ଛତ୍ରପୁର: ଛତ୍ରପୁର ଥାନା ପୋଲିସର ଅପରେସନ୍ ପ୍ରହାର ଆରମ୍ଭ, ଛତ୍ରପୁର ସ୍ଥିତ ୪ ଦୋକାନରୁ ଗୁଟଖା ଓ ପାନମସଲା ଜବତ

Chhatrapur, Ganjam | Sep 4, 2025
ଶିକ୍ଷାନୁଷ୍ଠାନଠାରୁ ୧୦୦ ମିଟରଦୂରତା ପର୍ଯ୍ୟନ୍ତ ସିଗାରେଟ୍, ଗୁଟଖା, ପାନମସଲା ଭଳି ନିକୋଟିନ୍ ଯୁକ୍ତ ଦ୍ରବ୍ଯ ବିକ୍ରି କରିବା ଆଇନାନୁଯାୟୀ ନିଷିଦ୍ଧ କରାଯାଇଛି। ରାଜ୍ୟ ପୁଲିସ ବିଭାଗ ପକ୍ଷରୁ ଅପରେସନ ପ୍ରହାର ଜରିଆରେ ଏହି ଆଇନର କଡାକଡି ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ପୋଲିସ ପକ୍ଷରୁ ଛତ୍ରପୁର ସହରର ବିଭିନ୍ନ ଦୋକାନରେ ଚଢାଉ କରାଯାଇଛି।
Read More News
T & CPrivacy PolicyContact Us