This browser does not support the video element.
ସୁନ୍ଦରଗଡ ସହର: ହେମଗିର କେନ୍ଦୁ ଡିହିରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ, 4 ଟି ମାମଲାର କଲେ ତୁରନ୍ତ ଫଇସଲା
Sundargarh Town, Sundargarh | Sep 1, 2025
ଆଜି ସେପ୍ଟେମ୍ବର 1 ତାରିଖ ସୋମବାର ହେମଗିର ବ୍ଲକ କେନ୍ଦୁଡିହି ଗ୍ରାମ ପଞ୍ଚାୟତ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାନ୍ତା ନୂତନ ସମାଦ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୮୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୪୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହି