Download Now Banner

This browser does not support the video element.

କେଗାଁଓ: ଗୋଲାମୁଣ୍ଡା ବ୍ଲକ ସଭାଗୃହ ଠାରେ ନୂତନ ଭତ୍ତା ବଣ୍ଟନ,

Kegaon, Kalahandi | Sep 9, 2025
ଆଜି 9ତାରିଖ ମଙ୍ଗଳବାର ସକାଳ 11ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ବ୍ଲକ ସଭାଗୃହ ଠାରେ ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ନେତୃତ୍ବରେ ବ୍ଲକର ୨୮ ଗୋଟି ଗ୍ରାମ ପଞ୍ଚାୟତର ୪୪୬ ଜଣ ହିତାଧିକାରୀଙ୍କୁ ମଧୁବାବୁ ଓ ଇନ୍ଦିରା ଗାନ୍ଧୀ ପେନସନ ଯୋଜନାରେ ଭତ୍ତା ବଣ୍ଟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଡ଼ିଓ ତ୍ରିପୁରା ମହାନନ୍ଦ, ଏବିଡ଼ିଓ ବିଜୟ ନାୟକ, ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦନ କୁମାର ବିହାରୀ, ଗୋଲାମୁଣ୍ଡା ସରପଞ୍ଚ ପୁରୁଷୋତ୍ତମ ରାଉତ, ମାନଝରି ସରପଞ୍ଚ ଜଗୁଜିବନ ଅଘ୍ରିଆ, ଓ ବାହୁବ୍ୟକ୍ତି ଉପସ୍ଥିତ ଥିଲେ
Read More News
T & CPrivacy PolicyContact Us