Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଜେଲରୋଡ ସ୍ଥିତ କାର୍ଯ୍ୟାଳୟରେ ସଦର ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ

Baleshwar M, Balasore | Apr 20, 2024
ବାଲେଶ୍ଵର ସହର ଜେଲ ରୋଡ଼ ସ୍ଥିତ କାର୍ଯ୍ୟାଳୟରେ ଶନିବାର ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳର କର୍ମୀମାନେ ବିଜେପିରେ ଯୋଗଦେଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପି ଯୁବମୋର୍ଚ୍ଚା ରାଜ୍ୟ ଉପସଭାପତି ମାନସ ଦତ୍ତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପର୍ଶୁରାମ ବେହେରା ଓ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us