Install App
publicnewskoraput
This browser does not support the video element.
କୋରାପୁଟ ସହର: କୋରାପୁଟରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓରେଞ୍ଜ ୱାର୍ଣିଂ ଜାରି
Koraput Town, Koraput | Sep 2, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୬ ଘଣ୍ଟା ସମୟରେ ଓରେଞ୍ଜ ୱାର୍ଣିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଜିଲ୍ଲା ପ୍ରଶାସନ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା କାଲି ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!