This browser does not support the video element.
ମୋହନା: ମୋହନା ରେ ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲା ବିଜେପି ଓବିଶି ମୋର୍ଚା
Mohana, Gajapati | Aug 30, 2025
ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜିଲ୍ଲା ବିଜେପି ଓବିଶି ମୋର୍ଚା।ରାଜ୍ୟ ସରକାର ଓବିସି ତଥା ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ପଛୁଆ ବର୍ଗ ଛାତରଛାତ୍ରୀଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଥିବାରୁ ଆଜି ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ଆଜି ଅପରାହ୍ନ ଚାରିଟା ସମୟରେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ଜିଲ୍ଲା ବିଜେପି ଓବିଶି ମୋର୍ଚ୍ଚା।