This browser does not support the video element.
ବୀରମହାରାଜପୁର: ଦୁର୍ଜନତୈଲା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Biramaharajpur, Subarnapur (Sonepur) | Aug 25, 2025
ବୀରମହାରାଜପୁର ଥାନା ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଅପରାହ୍ନ ପ୍ରାୟ 2ଟା ପର୍ଯ୍ୟନ୍ତ ଜିଲ୍ଲାପାଳ ଏବଂ ଏସପି ଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଶିବିରକୁ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଏସପି ନାରାୟଣ ନାଏକ ଶିବିରରେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୨୩ଟି ବ୍ୟକ୍ତିଗତ ରହିଥିବା ବେଳେ ୨୭ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା ଏବଂ 10ଟି ଅଭିଯୋଗର ତୁରନ୍ତ ଅଭିଯୋଗ ସମାଧାନ କରାଯାଇଥିଲା। ବିଡ଼ିଓ, ବୀରମ