Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ପ୍ରଶାସନ ଓ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ଆନୁକୁଲ୍ୟରେ ଆଦି କର୍ମଯୋଗୀ ଅଭିଯାନ ବୈଠକ ଅନୁଷ୍ଠିତ

Malkangiri, Malkangiri | Aug 26, 2025
ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଓ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ଆନୁକୁଲ୍ୟରେ ଆଦି କର୍ମଯୋଗୀ ଅଭିଯାନ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଅଧ୍ୟକ୍ଷତା କରି କହିଥିଲେ ଅନୁସୂଚିତ ଜନଜାତି ମାନଙ୍କର ସର୍ବାଙ୍ଗୀନ ବିକାଶ ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମିଳିତ ସହଯୋଗରେ “ଆଦି କର୍ମଯୋଗୀ ଅଭିଯାନ” ଓଡିଶାର ୨୨ଗୋଟି ଜିଲ୍ଲାରେ କାର୍ଯକାରୀ ହେବାକୁ ଯାଉଛି। ଏହି ଜିଲ୍ଲାମାନଙ୍କ ଭିତରେ ମାଲକାନାଗିରି ଜିଲ୍ଲା ମଧ୍ୟ ଅନ୍ତର୍ଭୁକ୍ତ ଅଛି। ଆମ ଜିଲ୍ଲାର ୭ ଗୋଟି ବ୍ଲକରରେ ଏହି ଅଭିଯାନର ହେବ।
Read More News
T & CPrivacy PolicyContact Us