Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତା ୨୯ ଯାଏଁ ପବନ, ବର୍ଷା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି
Baripada M, Mayurbhanj | Aug 27, 2025
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ୨୯ ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଓ ବଜ୍ରପାତ ହେବାନେଇ ୟୋଲ ୱାର୍ଣିଂ ଜାରୀ ହୋଇଛି। ଏନେଇ ବୁଧବାର ଦିନ ପ୍ରାୟ ୧ ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରି ଏହି ୱାର୍ଣିଂ ଜାରୀ କରାଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!