Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ପୌରପାଳିକା ପକ୍ଷରୁ ପୌରପାଳିକା କାର୍ଯ୍ୟାଳୟ ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

Bhadrak Rural, Bhadrak | Aug 31, 2025
ଭଦ୍ରକ ପୌରପାଳିକା ପକ୍ଷରୁ ପୌରପାଳିକା କାର୍ଯ୍ୟାଳୟ ରେ ଆଜି ଦିନ 9 ଘଟିକା ରେ ପାଳିତ ହୋଇଯାଇଛି ସ୍ୱାୟତ୍ତ ଶାସନ ଦିବସ। ଏହି ଅବସରରେ ସକାଳୁ ପୌରପାଳିକା ପରିସରରେ ସମସ୍ତ କାଉନସିଲର ଓ ପୌରାଧ୍ୟକ୍ଷାଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା, ବୃକ୍ଷ ରୋପଣ ସାଙ୍ଗକୁ ଟାଉନ ହଲ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟାଯିବାର କାର୍ଯ୍ୟକ୍ରମ ରହିଥିବା କହିଛନ୍ତି ପୌରାଧ୍ୟାକ୍ଷା ଗୁଳ୍ମକ୍କୀ ହବିବ
Read More News
T & CPrivacy PolicyContact Us