Download Now Banner

This browser does not support the video element.

ତଲସରା: ସବଡେଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଆଦୀ କର୍ମଯୋଗୀ କର୍ମଶାଳା ଅନୁଷ୍ଠିତ

Talasara, Sundargarh | Sep 12, 2025
ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସବଡେଗା ବ୍ଳକ ର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଆଜି ସବଡେଗା ବିଡ଼ିଓ ବିଶ୍ଵନାଥ ସାହୁ ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଦି କର୍ମଯୋଗୀ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ମାନେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ।
Read More News
T & CPrivacy PolicyContact Us