This browser does not support the video element.
ଛତ୍ରପୁର: କଣମଣା ପଂଚାୟତ କାର୍ଯ୍ୟାଳୟ ପରିଦର୍ଶନ କରି ଜ୍ଞାନ ଆହୋରଣ କଲେ ୟୁରୋ ସ୍କୁଲର ବିଦ୍ୟାର୍ଥୀ
Chhatrapur, Ganjam | Nov 2, 2024
ପିଲାଙ୍କ ପାଠପଢା ସହିତ ବୈଷୟିକ ଜ୍ଞାନ ଏବଂ ବିଭିନ୍ନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ସେବା ବିଷୟରେ ଜ୍ଞାନ ଆହୋରଣ ଲକ୍ଷ୍ୟ ନେଇ ଆନ୍ତର୍ଜାତୀୟ ମାର୍କା ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ୟୁରୋ ସ୍କୁଲର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ପ୍ରିନ୍ସିପାଲ ତପସ୍ୱିନୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସ୍କୁଲର ଷଷ୍ଠ ଶ୍ରେଣୀ ର ବିଦ୍ୟାର୍ଥୀ ମାନେ ଶନିବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ପଂଚାୟତ କାର୍ଯ୍ୟାଳୟ ପରିଦର୍ଶନ କରି ପଂଚାୟତ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ବିଷୟରେ ଜ୍ଞାନ ଆହୋରଣ କରିଥିଲେ ।