Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲାଗି ରହିବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି

Bhubaneswar M Corp, Khordha | Sep 7, 2025
ମୌସୁମୀ ଟ୍ରଫଲାଇନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ୧୦ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
Read More News
T & CPrivacy PolicyContact Us