Download Now Banner

This browser does not support the video element.

ମହାକାଳପଡା: ଖରିନାସୀ ଠାରେ ଦୁର୍ଘଟଣାରେ ଜଣେ ଭିନ୍ନକ୍ଷମ ବ୍ୟକ୍ତି ଆହତ, ମେଡ଼ିକାଲରେ ଭର୍ତ୍ତି

Mahakalapada, Kendrapara | Apr 22, 2024
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଖରିନାସୀ ଠାରେ ଆଜି ସନ୍ଧ୍ୟାରେ ଦୁର୍ଘଟଣାରେ ଜଣେ ଅଜଣା ମାନସିକ ଭିନ୍ନକ୍ଷମ ବ୍ୟକ୍ତି ଆହତ ହୋଇଛନ୍ତି। ସୂଚନା ଅନୁସାରେ ମାନସିକ ଭିନ୍ନକ୍ଷମ ବ୍ୟକ୍ତି ଜଣକ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ ପଛପଟୁ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଗୋଡ ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ସ୍ବେଚ୍ଛାସେବୀ ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us