This browser does not support the video element.
ନୂଆପଡା: ଦରଲୀପଡ଼ାରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ
Nuapada, Nuapada | Aug 23, 2025
ଆଜି କୋମନା ବ୍ଲକ ଦରଲୀପଡା ଗ୍ରାମ ପଞ୍ଚାୟତରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ ସହ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ଅଧିକାରୀ , କୋମନା ବିଡ଼ିଓ ପ୍ରମୁଖ ଯୋଗ ଦେଇଥିଲେ।। ସ୍ଥାନୀୟ ସରପଞ୍ଚ ଓ ଅନ୍ୟ ଜନପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ଦିନ ବାରଟା ପର୍ଯ୍ୟନ୍ତ ଚାଲିଥିଲା। ଅଞ୍ଚଳର ଅନେକ ମହିଳା ପୁରୁଷ ଏହି ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସାମିଲ ହୋଇ ଏକ ଶୋଭାଯାତ୍ରାରେ ବାହାରିଥିଲେ।