Download Now Banner

This browser does not support the video element.

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟରେ ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ତିନି ଦିନିଆ ତାଲିମ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ଜିଲ୍ଲାପାଳ

Jharsuguda, Jharsuguda | Sep 2, 2025
ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟ ଠାରେ ଆଜି ସକାଳ ଏଗାରଟା ସମୟରେ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ ଆୟୋଜିତ ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ତିନି ଦିନିଆ ତାଲିମ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ଏହି ତିନିଦିନିଆ ଆଦି କର୍ମଯୋଗୀ ଅଭିଯାନ ସମ୍ପର୍କିତ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟନୀ ଅବସରରେ PA,ITDA,DWO & Master Trainerଙ୍କ ଉପସ୍ଥିତିରେ ତାଲିମ କାର୍ଯ୍ୟକ୍ରମରେ ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ଅଭିଯାନର ସଫଳ କାର୍ଯ୍ୟକାରିତା ପାଇଁ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ ସମସ୍ତଙ୍କର ସହଯୋଗ କାମନା
Read More News
T & CPrivacy PolicyContact Us