Install App
prashantakumar79
This browser does not support the video element.
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସେବା ଜରିଆରେ ତିନିଦିନ ରେ 1398 ଜଣ ହିତାଧିକାରୀ ଉପକୃତ, କୃତଜ୍ଞତା ଜଣାଇଲେ ଜିଲ୍ଲାବାସୀ
Malkangiri, Malkangiri | Aug 21, 2025
ମାଲକାନଗିରି ଜିଲ୍ଲାରେ ୧୮ ରୁ ୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିଥିବା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ ଯୋଜନାରେ ୧୩୯୮ ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି । ଏହି ଯୋଜନାରେ ମାଲକାନଗିରି ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକ ମାନେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତରଙ୍କୁ ପାଖରେ ପାଇ ବେଶ୍ ଉପକୃତ ହେଇଛନ୍ତି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ।
Share
Read More News
T & C
Privacy Policy
Contact Us
Your browser does not support JavaScript!