This browser does not support the video element.
ପୋଲସରା: ବ୍ଲକ ସଭାଗୃହ ପରିସରରେ ନବମ ସାଧାରଣ ଅଧିବେଶନ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ
Polasara, Ganjam | Jul 10, 2024
ପୋଲସରା ବ୍ଲକରେ ନବମ ସାଧାରଣ ଅଧିବେଶନ ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ସମ୍ମିଳନୀ କକ୍ଷରେ ଜୁଲାଇ ୧୦ ତାରିଖ ଦିନ ଅପରାହ୍ନ ୩ ଘଣ୍ଟାସମୟରେ ପୋଲସରା ବ୍ଲକ ଅଧ୍ୟକ୍ଷାଙ୍କ ଅଧ୍ୟକ୍ଷତାରେ ବ୍ଳକ ପରିସର ସଭାଗୃହରେ ୨୬ ଗୋଟି ପଞ୍ଚାୟତର ସମସ୍ତ ଜନପ୍ରତିନିଧି ମାନଙ୍କୁ ନେଇ ନବମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ଏହି ସାଧାରଣ ଅଧିବେଶନକୁ ବିଡ଼ିଓ କୁରେଶ ଚନ୍ଦ୍ର ଜାନୀ ପରିଚାଳନା କରିଥିଲାବେଳେ ଏହି କାର୍ଯ୍ୟକ୍ରମରେ ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ତଥା ମତ୍ସ୍ୟ ଓ ପ୍ରାଣୀଧନ ବିକାଶ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଷ୍ଟ୍ ମନ୍ତ୍ରୀ ଯୋଗଦେଇ ଥିଲେ