Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଶ୍ରୀ ନହରରେ ଗଜପତି ମହାରାଜ ୧୪୩୩ସାଲ ଓ ୬୯ ଅଙ୍କର ପ୍ରବେଶ ନେଇ ପ୍ରତିକ୍ରିୟା ରଖିଲେ ପଣ୍ଡିତ ବ୍ରାହ୍ମଣ l

Puri M, Puri | Sep 4, 2025
କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ ।
Read More News
T & CPrivacy PolicyContact Us