Download Now Banner

This browser does not support the video element.

ବିରିଡି: ମଙ୍ଗୁଳିରେ ଜଣେ ମହିଳାଙ୍କ ଆତ୍ମହତ୍ୟା, ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

Biridi, Jagatsinghpur | Apr 10, 2024
ମଙ୍ଗୁଳି ଗ୍ରାମରେ ମଙ୍ଗଳବାର ସନ୍ଧ୍ୟା ୮ଟାରେ ସେହି ଗ୍ରାମର ଜଣେ ମହିଳା ଆତ୍ମହତ୍ୟା କରିଥିଲେ। ସେ ବଞ୍ଚିଥିବା ଭାବି ପରିବାର ଲୋକେ ତାଙ୍କୁ ବିରିଡି ଗୋଷ୍ଠୀ ସ୍ୱାସ୍ଥ୍ୟକୁ ନେଇଥିଲେ। ମାତ୍ର ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ବୁଧବାର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ୧୦ଟା ସମୟରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ସମ୍ପର୍କରେ ୬/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।
Read More News
T & CPrivacy PolicyContact Us